Latest Odisha News

ଓଡିଶାରୁ ସୁସ୍ଥ ହେଲେ ଆଉ ୧୫୦୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫୦୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଜାଣନ୍ତୁ, କେଉଁ ଜିଲ୍ଳାରୁ କେତେ ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ୬୨,୨୯୪ କରୋନା ମାମଲା ରହିଥିବା ବେଳେ ୧୯,୬୧୧ଟି ସକ୍ରିୟ ମାମଲା ରହିଛି । ଏହାଛଡା ମୋଟ୍ ୪୩,୭୭୯ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଏଯାବତତ ୩୫୩ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.