Latest Odisha News

ଓଡିଶାରୁ ସୁସ୍ଥ ହେଲେ ଆଉ ୧୫୨୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫୨୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି ।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଉଲ୍ଲେଖଯୋଗ୍ୟ,  ବର୍ତ୍ତମାନ ସୁଦ୍ଧା ୩,୦୨,୭୯୩ଟି ମାମଲା ରହିଥିବା ବେଳେ ମୋଟ୍ ୨,୮୯,୬୮୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୪୪୧ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.