ଭୁବନେଶ୍ୱର: ରାଜ୍ୟରେ ମାଡି ଚାଲିଛି ମହାମାରୀ କରୋନା । ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ରାଜ୍ୟରେ ୨୪ ଘଂଟାରେ ପୁଣି ୧୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୨୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
3.A 60 year old male of Balasore district.
4.A 68 year old male of Balasore who was also suffering from Diabetes.
5.A 67 year old female of Bhubaneswar.
6.A 69 year old male of Bhubaneswar who was also suffering from Chronic Kidney Disease & Hypertension.
— H & FW Dept Odisha (@HFWOdisha) October 11, 2020
ଆଜି ପ୍ରାଣ ହରାଇଥିବା କରୋନ ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି । ସେହିପରି ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨, ଗଜପତି, ପୁରୀ, କୋରାପୁଟ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Comments are closed.