ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୮୭୫ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୨, ବରଗଡରୁ ୧, ଭୁବନେଶ୍ୱରରୁ ୪, କଟକରୁ ୨, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୨ ଓ ନୟାଗଡରୁ ଜିଲ୍ଲାରୁ ୩ ଜଣ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…
୧. ବାଲେଶ୍ବର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ରହିଛନ୍ତି। ଯିଏକି ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨. ବାଲେଶ୍ବର ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳା ରହିଛନ୍ତି। ଯିଏକି ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩. ବରଗଡର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪. ଭୁବନେଶ୍ୱରର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୫. ଭୁବନେଶ୍ୱରର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି କିଡନୀ ରୋଗ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୬. ଭୁବନେଶ୍ୱରର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୭. ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୮. କଟକ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କା ମହିଳା ରହିଛନ୍ତି।
୯. କଟକ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ରହିଛନ୍ତି। ଯିଏକି ମଧୁମେହରେ ମଧ୍ୟ ପୀଡିତ ଥିଲେ।
୧୦. ଜଗତସିଂହପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ରହିଛନ୍ତି। ଯିଏକି ମଧୁମେହ ରୋଗରେ ପୀଡିତ ଥିଲେ।
୧୧. କଳାହାଣ୍ଡି ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ରହିଛନ୍ତି।
୧୨. ଖୋର୍ଦ୍ଧା ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କା ମହିଳା ରହିଛନ୍ତି।
୧୩. ଖୋର୍ଦ୍ଧା ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୪. ନୟାଗଡ଼ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୫. ନୟାଗଡ଼ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ରହିଛନ୍ତି।
୧୬. ନୟାଗଡ଼ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ରହିଛନ୍ତି। ଯିଏକି ମଧୁମେହରେ ମଧ୍ୟ ପୀଡିତ ଥିଲେ।
Comments are closed.