ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ମିଟର । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହୁଛି । ଗତ ୨୪ ଘଂଟାରେ ରାଜ୍ୟରେ୧୬୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ଅବଶିଷ୍ଟ ୬୭୬ଟି ହେଉଛି ଲୋକାଲ୍ କେସ୍। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୮୭,୦୯୯ରେ ପହଞ୍ଚିଛି ।
Covid-19 Report For 28th October
New Positives Cases 1617
In quarantine: 941
Local contacts: 676(Details of local contacts will be shared by concerned District Administration)
District Wise Cases:
1. Angul: 75
2. Balasore: 76
3. Bargarh: 35
4. Bhadrak: 30
5. Balangir: 68— I & PR Department, Odisha (@IPR_Odisha) October 29, 2020
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତା’ପଛକୁ ରହିଛି କଟକ । ଜିଲ୍ଲାରୁ ୧୨୮ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ଅନୁଗୁଳ ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୬ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୦ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୮୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୪ଜଣଷ କେନ୍ଦୁଝର ଜିଲ୍ଲାରୁ ୫୩ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୭୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩ଜଣ, ଷ୍ଟେଟ ପୁଲ୍ରୁ ୩୬ଜଣ ରହିଛନ୍ତି ।
22. Mayurbhanj: 85
23. Nawarangpur: 33
24. Nayagarh: 40
25. Nuapada: 59
26. Puri: 76
27. Rayagada: 15
28. Sambalpur: 22
29. Sonepur: 8
30. Sundargarh: 93
31. State Pool: 36New Recoveries: 2015
Cumulative Tested: 4463559
Positive: 287099
Recovered: 270130
Active cases: 15619— I & PR Department, Odisha (@IPR_Odisha) October 29, 2020
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।