Latest Odisha News

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଉଲ୍ଲେଖଯୋଗ୍ୟ, ଓଡ଼ିଶାରେ ମୋଟ ୫୯୬୨ ଜଣ କରୋନା ପଜିଟିଭ୍ ରହିଥିବା ବେଳେ ୧୮୧୫ଟି ସକ୍ରିୟ ମାମଲା ରହିଛି। ଏଥିସହିତ ୧୭ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.