ଭୁବନେଶ୍ୱର: ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ଜଣ ଓଏଏସ ଅଫିସରଙ୍କ ବଦଳି ହୋଇଥିବାବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ ଜୁନିୟର ଓ ସିନିୟର ବ୍ରାଞ୍ଚ ଓଏଏସ୍ ଅଫିସର ଏବଂ ଓଆରଏସ୍ ଅଫିସରଙ୍କୁ ବଦଳି କରାଯାଇଛି । ଗୋଟିଏ ବିଜ୍ଞପ୍ତିରେ ୫୬ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ ବଦଳି ହୋଇଛି । ସେହିପରି ଅନ୍ୟ ଗୋଟିଏ ବିଜ୍ଞପ୍ତିରେ ମୋଟ ୬୧ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବଦଳି ହୋଇଛି । ଏଥିରେ ୬୦ଜଣଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଓ ଜଣେ ଅଫିସରଙ୍କୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.