ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୫୧୨ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।
COVID-19 REPORT FOR 17th JUNE
New positive cases: 174
In quarantine: 146
Local contacts: 28(Details of local contacts will be shared by concerned Dist Administration)
District Wise Cases
1. Keonjhar: 5
2. Jajpur: 9
3. Nawarangpur: 7
4. Khordha: 10
5. Koraput: 6— I & PR Department, Odisha (@IPR_Odisha) June 18, 2020
New recoveries: 73
Cumulative tested: 212224
Positive: 4512
Recovered: 3047
Active Cases: 1451— I & PR Department, Odisha (@IPR_Odisha) June 18, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୮ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୮ ଜିଲ୍ଲାରୁ ଏହି ୧୭୪ ଜଣ ନୂଆ ଆକ୍ରାନ୍ତ ବାହାରିଥିବା ବେଳେ ପାଖାପାଖି ୭୩ ଜଣ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୪୫୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୦୪୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.