ଭୁବନେଶ୍ବର: ଓଡିଶା ମାଟିରୁ ଉତ୍ତୋଳନ ହେଇଛି ୧୫୭ କିଲୋଗ୍ରାମ ରତ୍ନପଥର । ଗତ ୫ ବର୍ଷରେ ୧୫୭ କେଜି ରତ୍ନପଥର ଉତ୍ତୋଳନ ହୋଇଛି । ରାଜ୍ୟରେ ୩ଟି ରତ୍ନପଥର ଖଣି କାର୍ଯ୍ୟକ୍ଷମ ରହିଛି ସେଥିରୁ ଖଣି ଉତ୍ତୋଳନ ହେଉଛି । ୮ଟି ରତ୍ନପଥର ଖଣି ସ୍ଥାନ ଉତ୍ତୋଳନ ଅନୁମତି ନଥିବାରୁ ସେଠାରୁ ଖଣି ଖନନ କରାଯାଇନାହିଁ । ଆଜି ଗୃହରେ କଳିକେଶ ସିଂ ଦେଓଙ୍କ ପ୍ରଶ୍ନରେ କିଛି ଏମିତି ଉତ୍ତର ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.