Latest Odisha News

ଓଡିଶାରୁ ସୁସ୍ଥ ହେଲେ ଆଉ ୧୭୮୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୭୮୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଏନେଇ ଟ୍ୱିଟ୍ କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୪୮,୭୯୬ କରୋନା ମାମଲା ରହିଥିବା ବେଳେ ମୋଟ୍ ୩୪,୮୦୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୨୯୬ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.