Latest Odisha News

BREAKING NEWS

ରାଜ୍ୟରେ ଆଉ ୧୮ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧,୨୧୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୧୪ରେ ପହଞ୍ଚିଛି ।

ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଅନୁଗୁଳରୁ ୩, ଭଦ୍ରକରୁ ୧, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୩, ଯାଜପୁରରୁ ୨, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧ ଓ ପୁରୀରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.