ଭୁବନେଶ୍ୱର: ଋଣରେ ବୁଡିଛି ଓଡ଼ିଶା । ଜନ୍ମ ହେବା କ୍ଷଣି ଛୋଟ ଛୁଆ ମୁଣ୍ଡରେ ଝୁଲୁଛି ୧୮ ହଜାର ଟଙ୍କାରୁ ଅଧିକ ଋଣ । କାରଣ ରାଜ୍ୟର ମୁଣ୍ଡ ପିଛା ଋଣ ଭାର ବଢ଼ି ୧୮୪୯୭.୫୮ ଟଙ୍କାରେ ପହଂଚିଛି । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଜେଡି ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କ ପ୍ରଶ୍ନରେ ଏଭଳି ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ।
ରାଜ୍ୟରେ ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୨୦୧୯ ସୁଦ୍ଧ ଋଣ ଭାର ହେଉଛି ୮୪,୬୭୬.୩୫ କୋଟି । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ପରିମାଣ ୧୦୬୫୨୬.୮୬ କୋଟି ହେବ ବୋଲି ଆକଳନ କରାଯାଉଛି । ଡିସେମ୍ବର ୨୦୧୯ ସୁଦ୍ଧା ରାଜ୍ୟ ସରକାରଙ୍କ ମୁଣ୍ଡ ପିଛା ଋଣ ଭାର ୧୮୪୯୭.୫୮ ଟଙ୍କା ହେଉଛି ବୋଲି ଅର୍ଥମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.