Latest Odisha News

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ସକାଳ ରିପୋର୍ଟ ସୁଦ୍ଧା୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରାୟ ୧୮୦୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫,୨୪୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨,୭୨,୦୩୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.