ଓଡିଶାରୁ ସୁସ୍ଥ ହେଲେ ଆଉ ୧୮୧୫ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୧,୮୨୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୭୭,୫୬୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୩୩୧ ଜଣ ମୃତ୍ୟୁବରଣ କରିଛନ୍ତି ।
Comments are closed.