Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୦୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୮୭,୦୯୯ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୭୨,୦୩୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୨୯୭ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.