Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୨୭ କରୋନା ରୋଗୀ; ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଟପିଲା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୨୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୭୨,୭୧୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୦,୫୦୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୩୯୦ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.