Latest Odisha News

BREAKING NEWS

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରୁ ଆଉ ଜଣେ କୋଭିଡ଼ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲାରୁ ।

ଖୋର୍ଦ୍ଧା ଜିଲ୍ଲାରୁ ୭୧ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.