ରାଉରକେଲା: ରାଉରକେଲା ସହରରେ ପ୍ରଥମ କରୋନା ରୋଗୀଙ୍କ ମୁତ୍ୟୁ। ମୃତ୍ୟୁଙ୍କ ବୟସ ୬୪ ବର୍ଷ। ନିକଟରେ ଝାଡ଼ଖଣ୍ଡରୁ ଫେରିଥିବା ଏହି ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ତାଙ୍କର ମୃତଦେହକୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ରଖାଯାଇଥିବା ସୂଚନା। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ସ୍ୱାବ ପରୀକ୍ଷଣ ପାଇଁ ପଠାଯିବ ବୋଲି ସୂଚନା ମିଳିଛି।
କୋଭିଡ ନିୟମ ଅନୁସାରେ ମୃତଦେହ ସଂସ୍କାର କରାଯିବ। ଏନେଇ ସୂଚନା ଦେଇଛନ୍ତି ରାଉରକେଲା ମହାନଗର ନିଗମ କମିଶନର। ରାଉରକେଲାର ସେକ୍ଟର ୧୬ ଏ ବ୍ଲକ ର କିଛି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ ଘୋଷିତ କରାଯାଇଛି।
BREAKING NEWS
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
Comments are closed.