Latest Odisha News

BREAKING NEWS

ଢେଙ୍କାନାଳରେ ଭୋଜିଖାଇ ୨ ମୃତ, ୧୫ରୁ ଅଧିକ ଅସୁସ୍ଥ

ଢ଼େଙ୍କାନାଳ : ଢ଼େଙ୍କାନାଳ କାମାକ୍ଷାନଗର ଥାନା ବେଢ଼ାପାଳ ଗାଁରେ ଅଭାବନୀୟ ଘଟଣା । ଭୋଜି ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୫ ଜଣ ଅସୁସ୍ଥ ଅଛନ୍ତି । ମୃତକ ହେଲେ ବେଢ଼ାପାଳ ଗାଁର ବାଙ୍କ ମଲ୍ଲିକ ଓ ଭଗବାନ ମଲ୍ଲିକ । ଅସୁସ୍ଥଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୪ ଜଣ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.