କେନ୍ଦୁଝର: ପାଇପ ଲାଇନ ମରାମତି ବେଳେ ହଠାତ ମାଟି ଅତଡା ଧସିଯିବାରୁ ୨ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଯୋଡା ଥାନା କମାରଜୋଡାରେ ଏହି ଅଘଟଣ ଘଟିଛି। ମାଟିତଳେ ପୋତି ହୋଇଯିବାରୁ ୨ଶ୍ରମିକ ପ୍ରାଣ ହରାଇଛନ୍ତି। ମୃତ ଶ୍ରମିକ ତଲହ ହଟିଂର ଚରଣ ଲୋହାର ଓ ଅର୍ଜୁନ ଲୋହାର।
ଏକ ଠିକା କମ୍ପାନୀ ପାଇପ ଲାଇନ କାମ ଚଳାଇଥିଲା। ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ ପାଇଁ ଡିଆଇ ପାଇପ ଲାଇନ ବିଛା କାମ ଚାଲିଥିଲା। ତେବେ ଏହି ସମୟରେ ମାଟି ଅତଡା ଧସିଯାଇଥିଲା। ମାଟିତଳେ ୨ଶ୍ରମିକ ପୋତି ହୋଇଯାଇଥିଲେ। ଦମକଳ ବାହିନୀ ଓ ପୋଲିସ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଥିଲା।ପରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
BREAKING NEWS
- Homi Bhabha Cancer Hospital:ଜଟଣୀରେ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଅତିରିକ୍ତ ଅର୍ଥ ଯୋଗାଇବେ ରାଜ୍ୟ ସରକାର;ପୂର୍ବ ଭାରତର ରୋଗୀ ହେବେ ଉପକୃତ
- Jharsuguda–Bhubaneswar Flights: ଝାରସୁଗୁଡ଼ାରୁ ଭୁବନେଶ୍ୱର-ହାଇଦ୍ରାବାଦକୁ ବିମାନ ସେବା ଏହି ତାରିଖ ଯାଏଁ ବନ୍ଦ…ଜାଣନ୍ତୁ କାରଣ
- ଦ୍ୱିତୀୟ ବନ୍ୟାରେ ବେହାଲ ବଡ଼ଚଣା;ପାନୀୟ ଜଳ ପାଇଁ ହାହାକାର,ରନ୍ଧା ଖାଦ୍ୟ ଦିଆଯାଉ ନଥିବା ଅଭିଯୋଗ
- MMDR ବିଲକୁ ବିରୋଧୀଙ୍କ ବିରୋଧ: ଜବାବ ରଖିଲେ ଖଣିମନ୍ତ୍ରୀ
- ୟୁ.ଏସ୍. ଓପନ୍: ୪୬ ବର୍ଷୀୟା ଭେନସଙ୍କୁ ୱାଇଲ୍ଡ କାର୍ଡ; ସେରେନାଙ୍କ ପାଇଁ ଗୋଟିଏ ସ୍ଥାନ ସଂରକ୍ଷିତ !
- Dowry-free Odisha:’ଯୌତୁକ ମୁକ୍ତ ଓଡ଼ିଶା ଏବଂ ଘରୋଇ ହିଂସାମୁକ୍ତ ଘର ଗଠନ ସରକାରଙ୍କ ଲକ୍ଷ୍ୟ’
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ

Comments are closed.