ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ଗୁରୁତର ତିନି ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତଜେହକୁ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି ।
BREAKING NEWS
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
- Turkey Offer To Iran: ଆମେରିକାକୁ ତେଲ ଦେଇ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ଚୁକ୍ତି କର…ଇରାନକୁ ବଡ଼ ପ୍ରସ୍ତାବ ଦେଲା ତୁର୍କୀ…
Comments are closed.