ରାଉରକେଲା: ମୃତ୍ୟୁର ବାହନ ହୋଇ ଆସିଲା ଟ୍ରେଲର । ବାଇକକୁ ଧକ୍କା ଦେବାରୁ ଦୁଇ ଜଣଙ୍କର ଜୀବନ ଯାଇଛି । ରାଉରକେଲା ବ୍ରହ୍ମାଣୀ ବ୍ରିଜ ଉପରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରେଲର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଖୋଳତାଡ କରୁଛି । ବ୍ରାହ୍ମଣୀ ପୋଲ ଉପରେ ବାଇକରେ ଯାଉଥିବା ଦୁଇ ଆରୋହୀଙ୍କୁ ଟ୍ରେଲର ଧକ୍କା ଦେଇଥିଲା । ଫଳରେ ସେମାନେ ଦୂରରେ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.