ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତ । ଆଜି ସଂଧ୍ୟାରେ ବଜ୍ରାଘତରେ ଜିଲ୍ଲାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ ବେତନଟୀ ଥାନା ପୁରୀଖୁଣ୍ଟା ଗାଁର ସୁଲୋଚନା ମହାନ୍ତ । ସେ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା । ସେହିପରି ବୈଶିଙ୍ଗା ଥାନା କଦଳୀଆ ଗାଁରେ ମଧ୍ୟ କିଛି ବ୍ୟକ୍ତି ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ସେଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ରମାକାନ୍ତ ବିନ୍ଧାଣି । ଉଭୟଙ୍କୁ ବେତନଟୀ ଡାକ୍ତରଖାନାକୁ ଅଣା ଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଆହତଙ୍କ ଚିକିତ୍ସା ଜାରି ରହିଛି ।
BREAKING NEWS
- ତିଳକ ବର୍ମାଙ୍କ ଟି୨୦ ବିଶ୍ୱକପ ଖେଳିବା ନେଇ ସନ୍ଦେହ, କିଏ ହେବେ ବଦଳ ଖେଳାଳି
- କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ
- ବୋମା ଧମକ ପରେ ସ୍ଵାଭାବିକ ହେଲା କୋର୍ଟ କାର୍ଯ୍ୟ…
- ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଓଡିଆ; ଦରମା ଦଉନି କମ୍ପାନୀ, ଦୂତାବାସ ବି ଶୁଣୁନି…
- ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ
- ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁମାନେ ପାଇବେ…
- ବାଲି ମାଫିଆଙ୍କ କବଜାରେ ବୈତରଣୀ ନଦୀ, ବିଭାଗୀୟ ତଦନ୍ତ କରାଯିବ କହିଲେ ଜିଲ୍ଲାପାଳ…
- ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ, କାଲିଠୁ ସ୍ଵାଭାବିକ ଓପିଡି ସେବା
- ଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ- ମୁଖ୍ୟମନ୍ତ୍ରୀ
- ହୋମଗାର୍ଡ ନିଯୁକ୍ତିରେ ପାତର ଅନ୍ତର ଅଭିଯୋଗ ଆଣି ଭଦ୍ରକ ଏସପି ଅଫିସ ସମ୍ମୁଖରେ ବିକ୍ଷୋଭ
Comments are closed.