ଓଡ଼ିଶା ସମ୍ବାଦ ବ୍ୟୁରୋ: ହୀରାକୁଦ ଡ୍ୟାମ୍ରେ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ଦୁଇଜଣ ଏମସିଏଲ କର୍ମଚାରୀ । ସ୍ଥାନୀୟ ଲୋକ କିଛି ସମୟ ଖୋଜାଖୋଜି କରି ନପାଇବାରୁ ଏହି ଖବର ଚାରିଆଡେ ପ୍ରସାରିତ ହୋଇଥିଲା । ୨ ଜଣ ହେଲେ ଏମସିଏଲ କର୍ମଚାରୀ ଝାଙ୍କରାଣୀ ମନ୍ଦିର ନିକଟ ଡ୍ୟାମ୍ରେ ଗାଧୋଉଥିଲେ ବୋଲି କୁହାଯାଉଛି । ତେବେ ଗାଧୋଉଥିବା ବେଳେ ହଠାତ ବୁଡିଯାଇଥିଲେ। ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ସଂଧ୍ୟା ସୁଦ୍ଧା ସେମାନଙ୍କ ପତ୍ତା ମିଳିପାରିନାହିଁ ।
BREAKING NEWS
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ

Comments are closed.