ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି । ଆଜି ପୁଣି ଦୁଇ ଜଣଙ୍କ ଜୀବନ ନେଲା ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏବେ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି ।
BREAKING NEWS
- ଅଷ୍ଟ୍ରେଲିଆ ବିପକ୍ଷରେ ଦମଦାର ୧୭୯ ରନ୍ ପରେ ଟେମ୍ବା ବାଭୁମାଙ୍କ ବଡ଼ ବୟାନ: ସଚିନ୍ ଙ୍କୁ କଲେ ପ୍ରଶଂସା
- ଅଭିନେତା ଟାଇଗର ଶ୍ରଫଙ୍କୁ ଗୁଳିମାଡ; ୨ ମହିଳାଙ୍କ ସମେତ ୪ ଗିରଫ
- ରାଜଧାନୀର ୯ ସ୍ଥାନରେ ରାବଣ ପୋଡ଼ି; ୧୦୦ମି. ଦୂରରେ ଦର୍ଶକ ରହିବେ…
- ମସଜିଦରେ ଚୁମ୍ବନ ଦେଲେ ମୃତ୍ୟୁଦଣ୍ଡ! ସାଉଦି ଆରବରେ ବାଂଲାଦେଶୀ ଦମ୍ପତିଙ୍କୁ ମୃତ୍ୟୁଦଣ୍ଡ ଘଟଣାରେ ଢାକାରେ ଉତ୍ତେଜନା
- ଧମାକାଦାର ପ୍ରଦର୍ଶନ ପରେ ଭାବୁକ ହେଲେ ହରମନପ୍ରୀତ, ଲୁହ ଝରିଲା ଆଖିରୁ
- ଏଲଏନଜି ସଙ୍କଟ ଜାରି, ବିଷାକ୍ତ ହେବ ପାକିସ୍ତାନ ବାୟୁ
- Bhakta Das on Kotia Issue: “କେନ୍ଦ୍ରରେ ସରକାର ବଞ୍ଚାଇବାକୁ ଓଡ଼ିଶାର ସ୍ୱାର୍ଥ ସହ ସାଲିସ୍ କରୁଛି ବିଜେପି”, କୋଟିଆ ପ୍ରସଙ୍ଗରେ ବର୍ଷିଲେ ଭକ୍ତ…
- Governor Celebrates Vijayadashami: ଏସ୍ଓଏସ୍ ଚିଲ୍ଡ୍ରେନ୍ସ ଭିଲେଜ୍ରେ ଦଶହରା ପାଳିଲେ ନୂଆ ରାଜ୍ୟପାଳ, କୁନି ପିଲାଙ୍କ ସହ ବାଣ୍ଟିଲେ ଖୁସି…
- ରାବଣ ନାମରେ ୩୪ଟି ଗାଁ ! ରାଜସ୍ଥାନ ଆଗରେ
- Naveen Backs CJP Leaders: କକ୍ରୋଚ୍ ଜନତା ପାର୍ଟି ସମର୍ଥନରେ ବାହାରିଲେ ନବୀନ ପଟ୍ଟନାୟକ! ଆଶୁତୋଷ ଓ ସୌରଭଙ୍କୁ ତୁରନ୍ତ ମୁକ୍ତ କରିବାକୁ କଲେ ଦାବି

Comments are closed.