ଭୁବନେଶ୍ୱର: ଗତକାଲିଠୁ ରାଜଧାନୀ ଭୁବନେଶ୍ୱରେ କଡାକଡି ହୋଇଛି ଟ୍ରାଫିକ ନିୟମ । ଆଜି ଦ୍ୱିତୀୟ ଦିନରେ ମଧ୍ୟ ଟ୍ରାଫିକ୍ ଚେକିଂ ଜୋରଦାର ହୋଇଛି । ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନର ଦୁଇଟି ବସ୍କୁ ପରିବହନ ବିଭାଗ ସିଜ କରିଛି । ବସ୍ର ଫିଟ୍ନେସ୍ ସାର୍ଟିଫିକେଟ ଓ ରେଜିଷ୍ଟ୍ରେସନ ନଥିବାରୁ ଉଭୟ ଗାଡିକୁ ୨୫ ହଜାର ୫ଶହ ଲେଖାଏଁ ଚାଲାଣ କଟାଯାଇଛି ।
ଫିଟ୍ନେସ୍ ସାର୍ଟିଫିକେଟ ପାଇଁ ୫ ହଜାର, ପ୍ରଦୂଷଣ ପାଇଁ ୧୦ ହଜାର ଓ ପରମିଟ୍ ନଥିବାରୁ ୧୦ ହଜାର ଫାଇନ କଟାଯାଇଛି । ରବିବାରଠୁ ଟ୍ରାଫିକ୍ ଆଇନକୁ କଡାକଡି କରାଯାଇ ଟ୍ୱିନ୍ ସିଟିରେ ପ୍ରାୟ ୬ ଲକ୍ଷରୁ ଅଧିକ ଟଙ୍କାର ଜରିମାନା ଆଦାୟ କରାଯାଇଛି ।
BREAKING NEWS
- Hylo Open 2026:ଭାରତ ପାଇଁ ଦ୍ୱିଗୁଣ ଖୁସି: ପି.ଭି. ସିନ୍ଧୁଙ୍କ ପରେ ଲକ୍ଷ୍ୟ ସେନ୍ ଜିତିଲେ ହାଇଲୋ ଓପନ୍ ଟାଇଟଲ୍
- ବାତ୍ୟା ‘ଅର୍ଣ୍ଣବ’: ୬ ଜିଲ୍ଲାକୁ କ୍ଷୟକ୍ଷତିର ପ୍ରାଥମିକ ଆକଳନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ
- Cyclone Threat: ମାଲକାନଗିରିରେ ତିନି ଦିନ ପାଇଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
- ୭୦ ବର୍ଷ ପୁରଣା ରହସ୍ୟ! ଏହି ସହରରେ ମରିବା ସମ୍ପୂର୍ଣ୍ଣ ମନା
- ଦବିଲା ସାଲୁଙ୍କି ପୋଲ:ବିକଳ୍ପ ରାସ୍ତା ବ୍ୟବସ୍ଥା କରିବାକୁ ବିଶେଷଜ୍ଞ ଦଳ ଜିଲ୍ଲା ପ୍ରଶାସନକୁ କଲେ ଅବଗତ
- ଅର୍ଣ୍ଣବ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ବର୍ଷକ ମଧ୍ୟରେ ୪୦୦ ଛକା ମାରି ଇତିହାସ ରଚିଲା ଭାରତ
- କଇଁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ୩ ଶିଶୁ
- ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି, ପୁଣି ଖୋଲିଲା ୩ଟି ଗେଟ୍
- ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖୋଲିଲା ବାଲିମେଳା ଜଳଭଣ୍ଡାରର ୩ ଗେଟ
Comments are closed.