ଖଲ୍ଲିକୋଟ: ପୋଖରୀରେ ଗାଧୋଇବା ବେଳେ ସଲିଳ ସମାଧି । ପାଣିରେ ବୁଡ଼ି ଗଲେ ଦୁଇ ଭଉଣୀ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ତୁଳସୀପୁର ଗାଁରେ ଘଟିଛି ଏହି ଦୁଃଖଦ ଘଟଣା । ମୃତକଙ୍କର ବୟସ ଯଥାକ୍ରମେ ୮ ଓ ୧୦ ବର୍ଷ । ଆଜି ଦୁହେଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ।
BREAKING NEWS
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
Comments are closed.