ଭୁବନେଶ୍ବର : କ୍ୟାପିଟାଲ ହାଇସ୍କୁଲରେ ପଶିଲା କରୋନା । ନବମ ଶ୍ରେଣୀର ଦୁଇ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ । ସ୍କୁଲରେ ବିଏମ୍ସି ପକ୍ଷରୁ ଟେଷ୍ଟିଂ କ୍ୟାମ୍ପ କରାଯାଇଥିଲା । ମୋଟ୍ ୩୭୨ ଜଣଙ୍କର କରୋନା ଟେଷ୍ଟ କରାଯାଇଥିଲା । ସେଥିରୁ ୨ ଜଣ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଛାତ୍ର ଏବେ ହୋମ୍ ଆସୋଲେସନରେ ଅଛନ୍ତି । ଏ ନେଇ କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି ।
BREAKING NEWS
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
- ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ
- ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
Comments are closed.