Latest Odisha News

BREAKING NEWS

କ୍ୟାପିଟାଲ୍ ହାଇସ୍କୁଲରେ କରୋନା, ୨ ନବମ ଶ୍ରେଣୀ ଛାତ୍ର ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : କ୍ୟାପିଟାଲ ହାଇସ୍କୁଲରେ ପଶିଲା କରୋନା । ନବମ ଶ୍ରେଣୀର ଦୁଇ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ।  ସ୍କୁଲରେ ବିଏମ୍‌ସି ପକ୍ଷରୁ ଟେଷ୍ଟିଂ କ୍ୟାମ୍ପ କରାଯାଇଥିଲା । ମୋଟ୍ ୩୭୨ ଜଣଙ୍କର କରୋନା ଟେଷ୍ଟ କରାଯାଇଥିଲା । ସେଥିରୁ ୨ ଜଣ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଛାତ୍ର ଏବେ ହୋମ୍ ଆସୋଲେସନରେ ଅଛନ୍ତି । ଏ ନେଇ କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.