Latest Odisha News

ବୟସକୁ ନୁହେଁ, ମହାନତାକୁ ଦେଖନ୍ତୁ

ଭୁବନେଶ୍ୱର: ସେ କୌଣସି ସେଲିବ୍ରିଟି ନୁହଁନ୍ତି । ଟଙ୍କା ଆୟ କରିବାର ନିଶା ବି ନାହିଁ । ତଥାପି ସାରା ବିଶ୍ୱ ତାଙ୍କୁ ଚିହ୍ନିଛି । ଇଜିପ୍ଟର ଜଣେ ୧୨ ବର୍ଷୀୟ ଝିଅକୁ ନେଇ କିଛି ଏଭଳି ଚର୍ଚ୍ଚା ଜୋର ଧରିଛି । ଏତେ କମ୍ ବୟସରେ ରିମ୍‌-ଏଲ-ଖୌଲୀ ନାମକ ଏହି ଝିଅଟି ଛୋଟଛୋଟ ପିଲାଙ୍କୁ ପାଠ ପଢାଇ ଆଜି ସାରା ବିଶ୍ୱ ପାଇଁ ଉଦାହରଣ ପାଲଟିଛନ୍ତି ।

 

Leave A Reply

Your email address will not be published.