ଭୋପାଲ: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆମୋଡ ନେଇଛି । ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡିବା ପରେ ୨୦ ଜଣ କଂଗ୍ରେସ ବିଧାୟକ ମଧ୍ୟ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେଇଥିବା ଏହି ବିଧାୟକଙ୍କ ମଧ୍ୟରେ ୫ ଜଣ ମନ୍ତ୍ରୀ ମଧ୍ୟ ସାମିଲ ଅଛନ୍ତି । ସେମାନେ ବିଧାନସଭାର ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
ଏହି ସମସ୍ତ ବିଧାୟକ କର୍ଣ୍ଣାଟକ ଯାଇଥିଲେ । ସେମାନେ ନିଜର ଏକ ଫଟୋ ମଧ୍ୟ ଜାରି କରିଛନ୍ତି । ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ପରେ ପରେ ୨୦ ବିଧାୟକଙ୍କ ଇସ୍ତଫା ପରେ କମଲନାଥ ସରକାର ମଧ୍ୟପ୍ରଦେଶରୁ ଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.