Latest Odisha News

BREAKING NEWS

ରାଜଧାନୀରୁ ଜବତ ହେଲା ୨୦୦ ଗ୍ରାମ ବ୍ରାଉନ ସୁଗାର, ଜଣେ ଅଟକ

ଭୁବନେଶ୍ୱର : ଭୁବନେଶ୍ୱରରୁ ଅବକାରୀ ଫ୍ଲାଇଂ ସ୍କ୍ୱାଡ୍ ୨୦୦ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ଏହି ଘଟଣାରେ ସମ୍ପୃକ୍ତି ନେଇ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ।

ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରର ହଳଦିଆ ପଡିଆ ଅଞ୍ଚଳରେ ବୁଧବାର ଦିନ ଚଢାଉ ବେଳେ ବିଭାଗ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରିଛି ।

Leave A Reply

Your email address will not be published.