ଓଡିଶାରୁ ସୁସ୍ଥ ହେଲେ ଆଉ ୨୦୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୧୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୮୩,୯୪୨ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୬୮,୧୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୨୭୨ ଜଣ ମୃତ୍ୟୁବରଣ କରିଛନ୍ତି ।