ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ନିଜସ୍ୱ ‘ଖାଦ୍ୟ ସୁରକ୍ଷା ଯୋଜନା’ର ଶୁଭାରମ୍ଭ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟଠାରେ ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି ।
ଖାଦ୍ୟ ସୁରକ୍ଷା ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କ ସେବାପାଇଁ କେବେ ହେଲେ ଟଙ୍କାର ଅଭାବ ରହିବ ନାହିଁ ।…