ସ୍ୱାଧିନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ତଥା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କନିଷ୍ଠ ପୁତ୍ର ସାହିତ୍ୟିକ ଗୌରଚନ୍ଦ୍ର ମହାପାତ୍ରଙ୍କ ୧୦୪ ବର୍ଷ ବୟସରେ ଦେହାନ୍ତ ଘଟିଛି । ସୂଚନା ଅନୁଯାୟୀ ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଏବଂ ଚିକିତ୍ସିତ ଅବସ୍ଥାରେ ଭଦ୍ରକ ମୁଖ୍ୟ…