ବିଜେଡ଼ିରୁ ଦାମଙ୍କୁ ବହିଷ୍କାର ଦାବି ତେଜିଲା
ଭୁବନେଶ୍ୱର: ବରିଷ୍ଠ ବିଜେଡ଼ି ନେତା ଦାମୋଦର ରାଉତଙ୍କୁ ଦଳରୁ ବହିଷ୍କାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଜଗତସିଂହପୁର ଜିଲ୍ଲା ବିଜେଡ଼ି ସଭାପତି ବିଷ୍ଣୁ ଦାସ । ମଙ୍ଗଳବାର ଦିନ ବାଲିକୁଦା-ଏରସମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ସହିତ ଜିଲ୍ଲାର ବରିଷ୍ଠ ବିଜେଡ଼ି…