ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ନେଇ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଖୁବ୍ ଶିଘ୍ର ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଛନ୍ତି ।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଏହି ପ୍ରସଙ୍ଗରେ ୨୩ ସେପ୍ଟେମ୍ବର ୨୦୧୩…