ପୂର୍ବତନ ବିଧାୟକଙ୍କ ନାମରେ ଅସଦାଚରଣ ଅଭିଯୋଗ
ଫୁଲବାଣୀ : ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିବା ନେଇ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କଅଁରଙ୍କ ନାମରେ ଏକ ଅଭିଯୋଗ କରାଯାଇଛି ।
ସୂଚନା ଅନୁଯାୟୀ ଦେବେନ୍ଦ୍ର ଓ ତାଙ୍କ ଡ୍ରାଇଭର ଉକ୍ତ ଯୁବତୀଙ୍କ ଘରେ ପହଞ୍ଚି ତାଙ୍କ ପ୍ରତି ଅସଦାଚରଣ କରିବା ସହ ତାଙ୍କ ମାଆଙ୍କୁ ମଧ୍ୟ ଗାଳିଗୁଲଜ…