ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’
ଭୁବନେଶ୍ୱର : ଆଜି ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ । ଡିସେମ୍ବର ୩ ତାରିଖ ଆଜିର ଦିନରେ ବିଶ୍ୱବ୍ୟାପୀ ଉତ୍ସାହ ଓ ଉଦ୍ଦୀପନାର ସହ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ପାଳନ କରାଯାଉଛି ।
ଜାତିସଂଘ ଆନୁକୂଲ୍ୟରେ ୧୯୯୨ ମସିହା ଡିସେମ୍ବର ୩ ତାରିଖକୁ ‘ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ’ ଭାବରେ…