ଜାମ୍ମୁ-କାଶ୍ମୀର: ସୁରକ୍ଷାବାହିନୀର ଏନକାଉଣ୍ଟରରେ ୨ ଆତଙ୍କୀ ନିହତ
ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାର ରାଜପୋରା ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ ପୁଲୱାମା ଜିଲ୍ଲାର ରାଜପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ…