ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ଶ୍ରୀନଗର : ଜାମ୍ମୁ-କାଶ୍ମୀରର ବଡଗାମ୍ ଜିଲ୍ଲାରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହେବା ସହ ଘଟଣାରେ ୩ଜଣ ଯବାନ ଆହତ ହୋଇଛନ୍ତି ।
ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ବଡଗାମ୍ ଜିଲ୍ଲାରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର…