ଖୋର୍ଦ୍ଧା: ଏଟିଏମ୍ ତାଡି ନେଲେ ଦୁର୍ବୃତ୍ତ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଟାଉନ୍ ଥାନା ଅନ୍ତର୍ଗତ ତୁଳସୀପୁର ନିକଟରେ ଥିବା ଏକ ଏଟିଏମକୁ କିଛି ଦୁର୍ବୃତ୍ତ ତାଡ଼ି ନେଇଥିବା ଦେଖିବାକୁ ମିଳିଛି ।
ମିଳିଥିବା ସୂଚନା ଅନୁଯାୟୀ କିଛି ଦୁର୍ବୃତ୍ତ ଗତକାଲି ବିଳମ୍ବିତ ରାତିରେ ଟାଟା ଇଣ୍ଡିକାଶ୍ ଏଟିଏମ୍ ଭିତରେ ପଶି ଭଙ୍ଗାରୁଜା…