କାଲି ହାଜର ହେବେ ଅଭିଜିତ ମିତ୍ର, କଡ୍ଡା ସୁରକ୍ଷା ଦେବେ କମିଶନରେଟ୍ ପୋଲିସ୍ !
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ, ବିଶ୍ୱପ୍ରସିଦ୍ଧ କୋଣାର୍କ ମନ୍ଦିର, ଓଡ଼ିଶାର ବିଧାୟକ, ସାମ୍ବାଦିକ ତଥା ଓଡ଼ିଶା ସମ୍ପର୍କରେ ଅଶାଳୀନ ମନ୍ତବ୍ୟ ଦେଇ କ୍ଷମା ମାଗିଥିବା ସ୍ତମ୍ଭକାର ଅଭିଜିତ ଆୟାର ମିତ୍ର ୨୩ ଅକ୍ଟୋବର ଅର୍ଥାତ୍ ଆସନ୍ତାକାଲି ଓଡ଼ିଶା ବିଧାନସଭା ଗୃହ କମିଟି ଆଗରେ ହାଜର ହେବେ…