ଇଣ୍ଡୋନେସିଆ: ସୁନାମୀ ଓ ଭୂମିକମ୍ପ ମୃତ୍ୟୁ ସଂଖ୍ୟା ୧୫୭୧କୁ ବୃଦ୍ଧି
ଇଣ୍ଡୋନେସିଆ : ଇଣ୍ଡୋନେସିଆର ସୁଲାୱାସି ଦୀପରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଳୟଙ୍କାରୀ ସୁନାମୀ ଯୋଗୁଁ ଏଯାବତ୍ ମୃତ୍ୟୁସଂଖ୍ୟା ୧୫୭୧ରେ ପହଞ୍ଚିଥିବା ନେଇ ସୁତ୍ରରୁ ପ୍ରକାଶ ।
ଏହି ବିପର୍ଯ୍ୟୟରେ ଅନେକ ଧନ ଜୀବନ ନଷ୍ଟ ହେବା ସହିତ ବିପର୍ଯ୍ୟୟରେ ପ୍ରପୀଡିତ ଲୋକମାନଙ୍କୁ ଖୋଜା…