ଭୁବନେଶ୍ୱର: ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ରାଜ୍ୟରେ ଖସୁଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ଓଡ଼ିଶାରେ ୨୦୧୯ କରୋନା ପଜିଟିଭ ଚିହ୍ନଟ ହୋଇଛି । ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ । ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୮୫୧ ରହିଛି।
Covid-19 Report For 17th October
New Positive Cases: 2019
In quarantine: 1168
Local contacts: 851(Details of local contacts will be shared by concerned District Administration)
District Wise Cases
1. Angul: 129
2. Balasore: 69
3. Bargarh: 77
4. Bhadrak: 41
5. Balangir: 71— I & PR Department, Odisha (@IPR_Odisha) October 18, 2020
ଖୋର୍ଦ୍ଧା ଜିଲ୍ଲାରୁ ଆଜି ୫ଶହ ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଜିଲ୍ଲାରୁ ୨୮୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ଅନୁଗୁଳ ଜିଲ୍ଲାରୁ ୧୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୭୭ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୫୮ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୨ଜଣ, ସୋନପୁର ଜିଲ୍ଲାରୁ ୬୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲରୁ ୬୬ଜଣ ରହିଛନ୍ତି ।
22. Mayurbhanj: 111
23. Nawarangpur: 60
24. Nayagarh: 40
25. Nuapada: 90
26. Puri: 30
27. Rayagada: 24
28. Sambalpur: 52
29. Sonepur: 68
30. Sundargarh: 99
31. State Pool: 56New Recoveries: 2842
Cumulative Tested: 4043323
Positive: 268364
Recovered: 244227
Active Cases: 22949— I & PR Department, Odisha (@IPR_Odisha) October 18, 2020
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୮୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୯୪୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୪୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Comments are closed.