୪ର୍ଥ ଦିନରେ ଐତିହାସିକ କଟକ ବାଲିଯାତ୍ରା, ଆକୃଷ୍ଟ କରୁଛି କାଶ୍ମିରୀ ସାଲ୍…..
କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ୪ର୍ଥ ଦିନ। ଐତିହାସିକ ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହୋଇ ଉଠିଛି କଟକ ସହର ।
ମିଳିଥିବା ସୂଚନା ଅନୁଯାୟୀ ୮ଦିନ ଧରି ଚାଲିବାକୁ ଥିବା ଏହି ବାଲିଯାତ୍ରାକୁ ଚଳିତ ବର୍ଷ ଆଉ ଗୋଟିଏ ଦିନ ପାଇଁ ବୃଦ୍ଧି କରାଯାଇଛି । ଖାଦ୍ୟ ତଥା…