Latest Odisha News

BREAKING NEWS

Yearly Archives

2019

ମହିମା ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ

କଟକ: ଶିଳ୍ପପତି ମହିମା ମିଶ୍ରଙ୍କୁ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରୁଛନ୍ତି ହାଇକୋର୍ଟର । ପାରାଦୀପର ସିୱେଜ ସିପିଂ କମ୍ପାନିର ମହାପ୍ରବନ୍ଧକ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ମିଶ୍ରଙ୍କୁ ୨୦୧୬ ଅକ୍ଟୋବର ୨୬ରେ ବ୍ୟାଙ୍କକ୍‌ରୁ ଗିରଫ କରାଯାଇଥିଲା। ଏହି ହତ୍ୟା ମାମଲାରେ…

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର: ବିଧାନସଭାର ଗୃହକାର୍ଯ୍ୟରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ସମାଲୋଚନା କରିଛି କଂଗ୍ରେସ । ଗୃହରେ ଧର୍ମଶାଳା ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାକୁ ନେଇ ଆଲୋଚନା ଚାଲିଥିବା ବେଳେ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ଆରୋପ କରିଛନ୍ତି ଯେ,…

ରାଜ୍ୟରେ ପ୍ରତିଷ୍ଠା ହେବ ୬ଟି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଅଦାଲତ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ସିଫାରିସ କ୍ରମେ ରାଜ୍ୟରେ ୬ଟି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଅଦାଲତ ପ୍ରତିଷ୍ଠା ନେଇ ଅନୁମତି ପ୍ରଦାନ କଲେ ଓଡିଶା ସରକାର । ଏହି ୬ଟି କୋର୍ଟ ଯଥାକ୍ରମେ କଟକ, ଭଦ୍ରକ, ନୀଳଗିରି, ଉଦଳା, ପଟ୍ଟାମୁଣ୍ଡାଇ, ଖରିଆରରେ ପ୍ରତିଷ୍ଠା ହେବା ନେଇ ସୂଚନା ମିଳିଛି ।…

ଗୋଟିଏ ରାତିରେ ଦୁର୍ବୃତ୍ତ ଲୁଟିଲେ ୧୫ ଘର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ନିକଟ ଅଟ୍ରି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ପ୍ରାୟ ୧୫ଟି ଘରେ କଳାକନା ବୁଲାଇଛନ୍ତି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଅଟ୍ରି ଗ୍ରାମରେ ଏହି ପରିବାର ଗୁଡିକ କୌଣସି କାରଣବଶତଃ ବାହାରକୁ ଯାଇଥିବା ବେଳେ ରାତି…

ଚିଙ୍ଗୁଡି ପ୍ରୋସେସିଂ ୟୁନିଟରେ ଗ୍ୟାସ୍ ଲିକ୍ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଓଡିଶା ସରକାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅନ୍ତର୍ଗତ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ବୁଧବାର ଦିନ ହୋଇଥିବା ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର । ପ୍ରାପ୍ତ ସୂଚନାନୁଯାୟୀ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିର ପ୍ରୋସେସିଂ ୟୁନିଟରେ କୌଣସି…

ରାୟଗଡରେ ମାଓବାଦୀ କ୍ୟାମ୍ପ ଠାବ

ରାୟଗଡ : ରାୟଗଡର ଆମ୍ବଡାଳ ଥାନା ଅନ୍ତର୍ଗତ ସଂରକ୍ଷିତ ଜଙ୍ଗଲରେ ଏକ କମ୍ବିଂ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଗୁରୁବାର ଦିନ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଉକ୍ତ ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ନେଇ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିବା ପରେ ଏସଓଜି ଓ ଡିଏଭଏଫତଙ୍କ ମିଳିତ…

ପିଇଓ ମୃତ୍ୟୁ ଘଟଣାକୁ ନେଇ ବିଧାନସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ କାଳୀନ ଅଧିବେଶନ ଜାରି ରହିଥିବା ବେଳେ ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣାକୁ ନେଇ ବିରୋଧିମାନେ ଗୁରୁବାର ଦିନ ବିଧାନସଭାରେ ହଟ୍ଟଗୋଳ କରିଛନ୍ତି । ଆଜି ଗୃହ ଆରମ୍ଭ ହେବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରଶ୍ନକାଳ ଆରମ୍ଭ କରିଥିଲେ । ଏହାପରେ…

‘ଟାଇମ୍ ୧୦୦ ନେକ୍ସଟ୍’ ତାଲିକାରେ ଧାବିକା ଦୂତି ଚାନ୍ଦ

ନୂଆଦିଲ୍ଲୀ: ଟାଇମସ୍ ମାଗାଜିନ ପକ୍ଷରୁ ପ୍ରକାଶିତ ହୋଇଥିବା ପରବର୍ତ୍ତୀ ୧୦୦ ଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡିଆ ଝିଅ ତଥା ଭାରତର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ । ଏହି ତାଲିକା ‘ଟାଇମ ପତ୍ରିକା’ ପକ୍ଷରୁ ଆରମ୍ଭ କରାଯାଇଥିବା ବେଳେ ଏଥିରେ ୧୦୦ ଜଣ ଉଦୀୟମାନ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସିଡିପିଓଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ: ବରଗଡ ଜିଲ୍ଲା ଅନ୍ତର୍ଗତ ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ମିଳିଥିବା ସୂଚନା…

ବାତ୍ୟା ‘ବୁଲବୁଲ୍’: ଓଡିଶା ଗସ୍ତରେ କେନ୍ଦ୍ରୀୟ ଟିମ୍, କରିବେ କ୍ଷୟକ୍ଷତିର ଅନୁଧ୍ୟାନ

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳ ଓଡିଶାରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବା ଲାଗି ଗୁରୁବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଆନ୍ତଃମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । ପ୍ରାପ୍ତ ସୂଚନାନୁଯାୟୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ସହେଲି…