ଡଙ୍ଗା ଭସା ହେଲା କାଳ; ପାଣିରେ ବୁଡି ୨ ମୃତ
ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଅବସରରେ ବଡି ଭୋରରୁ ଉଠି ଶ୍ରଦ୍ଧାଳୁମାନେ ବିଭନ୍ନ ଜଳାଶୟ ଓ ନଦୀରେ ଡଙ୍ଗା ଭସାଇ ପୂଜାର୍ଚ୍ଚନା କରିଛନ୍ତି ।
ଶୀତୁଆ ପାହାନ୍ତିଆ ସକାଳୁ ହଜାର ହଜାର ଶ୍ରଦ୍ଧାଳୁମାନେ ରାଜ୍ୟ ବିଭିନ୍ନ ନଦୀ ଓ ପୁଷ୍କରଣୀ ସମେତ ଜଳାଶୟ ଗୁଡିକରେ…