କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: କୋଇଲାଖଣି ଦୁର୍ଘଟଣା ମୃତକଙ୍କ ପରିବାର ଲାଗି ସହାୟତା ରାଶି ୩୦୦ ପ୍ରତିଶତକୁ ବୃଦ୍ଧି
କୋଇଲାଖଣି ଦୁର୍ଘଟଣାରେ ପ୍ରାଣ ହରାଉଥିବା ଶ୍ରମିକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ମୂଳକ ରାଶିରେ ୩୦୦ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ।
ଏହି ଅର୍ଥରାଶି ୫ ଲକ୍ଷଟଙ୍କାରୁ ବୃଦ୍ଧି କରାଯାଇ ୧୫ ଲକ୍ଷ ଟଙ୍କା…