ଖୋର୍ଦ୍ଧାରେ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣା: ଜଣେ ଅଟକ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୋଲିସ ଗୁରୁବାର ଦିନ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏଥିସହିତ ଘଟଣାରେ ବ୍ୟବହୃତ ଏକ କାରକୁ ମଧ୍ୟ ଜବତ କରାଯାଇଛି ।
ପିଏନ୍ କଲେଜ ନିକଟ ୧୬ନଂ ଜାତୀୟ ରାଜପଥ ନିକଟରେ ସମ୍ପୃକ୍ତ ପିଡିତାଙ୍କୁ ଗୁରୁତର…